Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରା; କରିଅଛିନ୍ତ ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ଵଳ ଯେ, ମୁଁ ଦେଖି ପାରୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ସେହି ଭୟଙ୍କର ଦୃଶ୍ୟ ଦେଖି ମୋର ପେଟ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି। ସେହି ଯନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ମୋତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହୋଇ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟରେ ଥରୁଅଛି।

Gade chapit la Kopi




ଯିଶାଇୟ 21:3
17 Referans Kwoze  

ପୁଣି, ସେମାନେ ଭୟଭୀତ ହେବେ; ଯନ୍ତ୍ରଣା ଓ ବେଦନା ସେମାନଙ୍କୁ ଆକ୍ରାନ୍ତ କରିବ; ସେମାନେ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ୟ ବେଦନାଗ୍ରସ୍ତ ହେବେ; ସେମାନେ ପରସ୍ପରର ବିଷୟରେ ଚମତ୍କୃତ ହେବେ; ସେମାନଙ୍କର ମୁଖ ଅଗ୍ନିଶିଖା ତୁଲ୍ୟ ହେବ।


ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।


ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


କରୀୟୋଥ୍‍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍‍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।


ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀର୍ହେରସର ପାଇଁ ବୀଣା ପରି ବାଜୁଅଛି।


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି ଓ ତାହାର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି।


ଦେଖ, ସେ ଉତ୍କ୍ରୋଶ ପକ୍ଷୀ ପରି ଉଠି ଉଡ଼ି ଆସିବ ଓ ବସ୍ରା ଉପରେ ଆପଣା ପକ୍ଷ ବିସ୍ତାର କରିବ; ପୁଣି, ସେସମୟରେ ଇଦୋମର ବୀର ପୁରୁଷମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣର ସମାନ ହେବ।”


ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍‍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍‍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।


ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ‘ଆହା, ସନ୍ଧ୍ୟା ହୁଅନ୍ତା କି!’ ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ‘ଆହା, ସକାଳ ହୁଅନ୍ତା କି!’


ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ।


ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଆମ୍ଭେମାନେ ସେ ବିଷୟର ଜନରବ ଶୁଣିଅଛୁ; ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ; ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରିଅଛି।


Swiv nou:

Piblisite


Piblisite