Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ଵାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯନିରେ କର୍ଣ୍ଣପାତ କରିବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”

Gade chapit la Kopi

ପବିତ୍ର ବାଇବଲ

7 ସେ ଯେତେବେଳେ ଦୁଇଦଳ ଅଶ୍ୱାରୋହୀ ସୈନ୍ୟ ଦେଖିବ ଏକ ଦଳ ଗର୍ଦ୍ଦଭାରୋହୀ ସୈନ୍ୟ ଦେଖିବ କିମ୍ବା ଏକ ଦଳ ଓଟରୋହୀ ସୈନ୍ୟ ଦେଖିବ ସେତେବେଳେ ସେ ପ୍ରହରୀ ମନୋଯୋଗ ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”

Gade chapit la Kopi




ଯିଶାଇୟ 21:7
4 Referans Kwoze  

ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”


ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।


ତୁମ୍ଭେ ଆପଣା ଦାସଗଣ ଦ୍ୱାରା ପ୍ରଭୁଙ୍କୁ ଧିକ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ଅପାର ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ: ଆଉ, ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି, ଆମ୍ଭେ ତାହାର ଦୂରବର୍ତ୍ତୀ ଉଚ୍ଚସ୍ଥାନରେ ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।


ପୁଣି, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର-ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହି ଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;


Swiv nou:

Piblisite


Piblisite