ଯିଶାଇୟ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶିବ୍ନ ନିକଟକୁ ଯାଇ କୁହ, Gade chapit laପବିତ୍ର ବାଇବଲ (Re-edited) - (BSI)15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ, Gade chapit laଓଡିଆ ବାଇବେଲ15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶିବ୍ନ ନିକଟକୁ ଯାଇ କୁହ, Gade chapit laପବିତ୍ର ବାଇବଲ15 ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, “ତୁମ୍ଭେ ଗୃହର ଅଧ୍ୟକ୍ଷ ଶୀବନ ନିକଟକୁ ଯାଇ କୁହ, Gade chapit la |