Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ନିଶ୍ଚୟ ସେ ପେଣ୍ତୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ଵରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

18 ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।

Gade chapit la Kopi




ଯିଶାଇୟ 22:18
5 Referans Kwoze  

ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


ସେ ଆଲୁଅରୁ ଅନ୍ଧାରକୁ ତଡ଼ାଯିବ ଓ ଜଗତରୁ ଘଉଡ଼ାଯିବ।


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।


Swiv nou:

Piblisite


Piblisite