Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।

Gade chapit la Kopi

ପବିତ୍ର ବାଇବଲ

24 ଲୋକମାନେ ତାହାର ପିତୃ ବଂଶର ସକଳ ଗୌରବ ଓ ପ୍ରଧାନ ଜିନିଷ ତାହା ଉପରେ ଟଙ୍ଗାଇବେ। ସମସ୍ତ ବୟସ୍କ ଓ ଛୋଟ ପିଲାମାନେ ତା'ଉପରେ ନିର୍ଭର କରିବେ। ସେହି ଲୋକମାନେ ପାନପାତ୍ର ଅବଧି କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।”

Gade chapit la Kopi




ଯିଶାଇୟ 22:24
12 Referans Kwoze  

ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ?


ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”


ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’


Swiv nou:

Piblisite


Piblisite