ଯିଶାଇୟ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ। Gade chapit laଓଡିଆ ବାଇବେଲ7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସସଜ୍ଜ ହୋଇଥିଲେ।” Gade chapit laପବିତ୍ର ବାଇବଲ7 ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ। Gade chapit la |