Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।

Gade chapit la Kopi

ପବିତ୍ର ବାଇବଲ

8 ସେହି ସମୟରେ ସେ ଯିହୁଦାର ଓଢ଼ଣା ଟାଣି ପକାଇଲେ ଓ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି ଦେଲ।

Gade chapit la Kopi




ଯିଶାଇୟ 22:8
6 Referans Kwoze  

ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।


କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।


ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।


ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।


Swiv nou:

Piblisite


Piblisite