Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।

Gade chapit la Kopi

ଓଡିଆ ବାଇବେଲ

14 ହେ ତର୍ଶୀଶ୍‍ର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।

Gade chapit la Kopi

ପବିତ୍ର ବାଇବଲ

14 ହେ ତର୍ଶୀ‌ଶ୍‌ର ଜାହାଜସମୂହ, ହାହାକାର କର। କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଧ୍ୱଂସ ହୋଇଛି।

Gade chapit la Kopi




ଯିଶାଇୟ 23:14
5 Referans Kwoze  

ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।


ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।


ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।


Swiv nou:

Piblisite


Piblisite