ଯିଶାଇୟ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ। Gade chapit laଓଡିଆ ବାଇବେଲ15 ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ। Gade chapit laପବିତ୍ର ବାଇବଲ15 ସୋର ବିଷୟରେ ଲୋକେ ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ତୃତ ହେବେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପରେ ସୋର ପ୍ରତି ବେଶ୍ୟାର ଗୀତ ଅନୁଯାୟୀ ଘଟିବ। Gade chapit la |