ଯିଶାଇୟ 23:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ। Gade chapit laଓଡିଆ ବାଇବେଲ18 ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ। Gade chapit laପବିତ୍ର ବାଇବଲ18 ମାତ୍ର ସୋର ଉପାର୍ଜିତ ଧନକୁ ସଞ୍ଚୟ କରିବ ନାହିଁ। ତା'ର ଭଡ଼ା ଓ ବାଣିଜ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପିତ ହେବ। ସେ ସଦାପ୍ରଭୁଙ୍କ ଅନୁସରଣକାରୀମାନଙ୍କୁ ସେ ସଞ୍ଚିତ ଧନରୁ ଦିଆଯିବ। ସଦାପ୍ରଭୁଙ୍କ ସେବକ ପୂର୍ଣ୍ଣ ପ୍ରାଣରେ ଭକ୍ଷ୍ୟଣ କରିବେ ଓ ସେହି ପଇସାରେ ସୁନ୍ଦର ପୋଷାକ ପରିଧାନ କରିବେ। Gade chapit la |