Biblia Todo Logo
Bib sou entènèt

- Piblisite -




ଯିଶାଇୟ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ଵୀପନିବାସୀମାନେ, ହାହାକାର କର।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେମାନେ ପାର ହୋଇ ତର୍ଶୀଶ‌୍‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।

Gade chapit la Kopi

ପବିତ୍ର ବାଇବଲ

6 ହେ ଜାହାଜଗଣ, ତୁମ୍ଭେମାନେ ତର୍ଶୀଶକୁ ଫେରିଯାଅ। ହେ ଦ୍ୱୀପ ନିବାସୀମାନେ, ତୁମ୍ଭେମାନେ ହାହାକାର କର।

Gade chapit la Kopi




ଯିଶାଇୟ 23:6
8 Referans Kwoze  

ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”


ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।


କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।


ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।


ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।


ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।


ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।


Swiv nou:

Piblisite


Piblisite