ଯିଶାଇୟ 24:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ଵୀପସମୂହରେ ପ୍ରକାଶ କର। Gade chapit laଓଡିଆ ବାଇବେଲ15 ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର। Gade chapit laପବିତ୍ର ବାଇବଲ15 ସେହି ଲୋକମାନେ କହିବେ, “ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।” Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।