ଯିଶାଇୟ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ। Gade chapit laଓଡିଆ ବାଇବେଲ20 ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ। Gade chapit laପବିତ୍ର ବାଇବଲ20 ପୃଥିବୀର ଅପରାଧ ପାପଭାର ବହୁତ ବଢ଼ି ଯାଇଛି ଓ ସେହି ଭାରରେ ତାହାର ପତନ ଘଟିବ। ପୃଥିବୀ ଗୋଟିଏ ମଦ୍ୟପ ପରି ପଡ଼ିବ ଓ ଗୋଟିଏ କୁଡ଼ିଆ ଘର ପରି ଦୋହଲିବ। ଏହା ଆଉ ତିଷ୍ଠିବ ନାହିଁ। Gade chapit la |