ଯିଶାଇୟ 25:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ। Gade chapit laଓଡିଆ ବାଇବେଲ11 ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ। Gade chapit laପବିତ୍ର ବାଇବଲ11 ଯଦିଓ ସନ୍ତରଣକାରୀ ପରି ହସ୍ତ ପ୍ରସାରଣ କରିବେ ସଦାପ୍ରଭୁ ତାଙ୍କର ହସ୍ତ ବିସ୍ତାର କରିବେ। ଲୋକମାନେ ଯେଉଁ ବିଷୟରେ ଗର୍ବ କରନ୍ତି ଓ ଯାହାସବୁ ତାଙ୍କ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ବିଷୟ ତଳକୁ ଆଣି ଦିଏ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।