ଯିଶାଇୟ 25:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ନୋହିବ। Gade chapit laଓଡିଆ ବାଇବେଲ2 ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ। Gade chapit laପବିତ୍ର ବାଇବଲ2 ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ୱଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦାରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କେବେ ପୁନର୍ବାର ନିର୍ମିତ ହେବ ନାହିଁ। Gade chapit la |