ଯିଶାଇୟ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ଵାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ। Gade chapit laଓଡିଆ ବାଇବେଲ4 କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ। Gade chapit laପବିତ୍ର ବାଇବଲ4 ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ୟା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ୟ ଗୃହ ମଧ୍ୟରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରୟସ୍ଥଳ। Gade chapit la |