ଯିଶାଇୟ 25:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ। Gade chapit laଓଡିଆ ବାଇବେଲ6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ। Gade chapit laପବିତ୍ର ବାଇବଲ6 ସେତେବେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦେବେ। ସେହି ଭୋଜିରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀୟ ଦ୍ରାକ୍ଷାରସ କୋମଳ ସ୍ୱାଦଯୁକ୍ତ ମାଂସ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଦ୍ରବ୍ୟ। Gade chapit la |