ଯିଶାଇୟ 25:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ। Gade chapit laଓଡିଆ ବାଇବେଲ7 ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ। Gade chapit laପବିତ୍ର ବାଇବଲ7 ସମସ୍ତ ଗୋଷ୍ଠୀମାନଙ୍କ ଉପରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତରେ “ବିନାଶ” କରିବେ। Gade chapit la |