ଯିଶାଇୟ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit laଓଡିଆ ବାଇବେଲ11 ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ। Gade chapit laପବିତ୍ର ବାଇବଲ11 ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉତ୍ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦଗ୍ଧିଭୂତ ହେବେ। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।