ଯିଶାଇୟ 26:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)13 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ଵାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା। Gade chapit laଓଡିଆ ବାଇବେଲ13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା। Gade chapit laପବିତ୍ର ବାଇବଲ13 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପରେ ରାଜତ୍ୱ କରୁଥିଲେ। ମାତ୍ର ଆମ୍ଭେମାନେ ତୁମ୍ଭର ନାମକୁ କେବଳ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ। Gade chapit la |