ଯିଶାଇୟ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ଵାରସବୁ ମୁକ୍ତ କର। Gade chapit laଓଡିଆ ବାଇବେଲ2 ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର। Gade chapit laପବିତ୍ର ବାଇବଲ2 ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ। Gade chapit la |