ଯିଶାଇୟ 26:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Gade chapit laଓଡିଆ ବାଇବେଲ8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି। Gade chapit laପବିତ୍ର ବାଇବଲ8 ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ। Gade chapit la |
ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ‘ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।’