ଯିଶାଇୟ 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ତଳକୁ ଫଳରେ ପରିପୂର୍ଣ୍ଣ କରିବେ। Gade chapit laଓଡିଆ ବାଇବେଲ6 ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।” Gade chapit laପବିତ୍ର ବାଇବଲ6 ଲୋକମାନେ ମୋ’ ନିକଟକୁ ଆସିବେ। ସେମାନେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚେର ବାନ୍ଧିବ। ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ। ଏ ପୃଥିବୀ ଫଳ ଫୁଲରେ ପରିପୂର୍ଣ୍ଣ ହେବ।” Gade chapit la |