ଯିଶାଇୟ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ଵାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି। Gade chapit laଓଡିଆ ବାଇବେଲ8 ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି। Gade chapit laପବିତ୍ର ବାଇବଲ8 ସଦାପ୍ରଭୁ ଇସ୍ରାଏଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀୟ ବାୟୁ ଦିନରେ ନିଜର ପ୍ରବଳ ବାୟୁଦ୍ୱାରା ସ୍ଥାନାନ୍ତରିତ କରିବେ। Gade chapit la |
ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହି ସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।”
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।