Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।

Gade chapit la Kopi

ଓଡିଆ ବାଇବେଲ

10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।

Gade chapit la Kopi

ପବିତ୍ର ବାଇବଲ

10 ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢଙ୍ଗରେ କୁହନ୍ତି, କାରଣ ଏ ତ: “ବିଧି ଉପରେ ବିଧି, ବିଧି ଉପରେ ବିଧି, ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି, ଏଠି ଅଳ୍ପ ସେଠି ଅଳ୍ପ।”

Gade chapit la Kopi




ଯିଶାଇୟ 28:10
11 Referans Kwoze  

ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ଏହି ସ୍ତ୍ରୀଲୋକମାନେ ସର୍ବଦା ଶିକ୍ଷା କରୁଥିଲେ ମଧ୍ୟ ସତ୍ୟ ଜାଣିବା ପାଇଁ କଦାପି ସମର୍ଥ ହୁଅନ୍ତି ନାହିଁ।


କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?


ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ।


Swiv nou:

Piblisite


Piblisite