ଯିଶାଇୟ 28:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେମାନେ କହିଅଛ, ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ; Gade chapit laଓଡିଆ ବାଇବେଲ15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” Gade chapit laପବିତ୍ର ବାଇବଲ15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁସହିତ ସନ୍ଧି କରିଅଛୁ ଓ ପାତାଳ ସହିତ ଚୁକ୍ତି କରିଅଛୁ। ତେଣୁ ଜଳ ପ୍ରଳୟରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭେମାନେ ମିଥ୍ୟାର ଆଶ୍ରୟ ନେଇଅଛୁ ଓ ଅସତ୍ୟ ପଛରେ ନିଜକୁ ଲୁଗ୍ଭଇ ରଖିଅଛୁ।” Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।