ଯିଶାଇୟ 28:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ଵାରା ଦଳିତ ହେବ। Gade chapit laଓଡିଆ ବାଇବେଲ18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। Gade chapit laପବିତ୍ର ବାଇବଲ18 ମୃତ୍ୟୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହେବ, ପାତାଳ ସହିତ ସନ୍ଧି କିଛି କାମ ଦେବ ନାହିଁ। “କେତେକ ଲୋକ ତୁମ୍ଭମାନଙ୍କୁ ଶାସ୍ତି ଦେବାକୁ ଆସିବେ। ପ୍ରଳୟରୂପୀ ଜଳ କୋରଡ଼ା ସଦୃଶ ତୁମ୍ଭମାନଙ୍କୁ ପାଦରେ ଦଳି ଦେବେ। Gade chapit la |