Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ, ଆପଣାକୁ ଲମ୍ଵାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।

Gade chapit la Kopi

ଓଡିଆ ବାଇବେଲ

20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।

Gade chapit la Kopi

ପବିତ୍ର ବାଇବଲ

20 ତୁମ୍ଭକୁ ଆବୃତ କରିବା ପାଇଁ ତୁମ୍ଭ ଶଯ୍ୟା ଛୋଟ ହେବ। କୌଣସି କମ୍ବଳ ତୁମ୍ଭକୁ ଆବୃତ କରି ପାରିବ ନାହିଁ।”

Gade chapit la Kopi




ଯିଶାଇୟ 28:20
9 Referans Kwoze  

କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ?


Swiv nou:

Piblisite


Piblisite