Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚିଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

25 ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

25 କୃଷକ ଜମିକୁ ପ୍ରସ୍ତୁତ କରି ସମାନ କଲାପରେ ବିଭିନ୍ନ ପ୍ରକାର ବୀଜ ବିଭିନ୍ନ ଭାବରେ ବପନ କରେ। କଳାଜିରା ବିଞ୍ଚି ଦିଏ ଓ ଜିରା ବୁଣି ଦିଏ। ଧାଡ଼ି ଧାଡ଼ିକରି ଗହମ ଓ ନିରୂପିତ ସ୍ଥାନରେ ଯବ ଏବଂ କ୍ଷେତ୍ରର ସୀମାରେ ଜହ୍ନା ବୁଣିଥାଏ।

Gade chapit la Kopi




ଯିଶାଇୟ 28:25
5 Referans Kwoze  

ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ।


କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


Swiv nou:

Piblisite


Piblisite