ଯିଶାଇୟ 28:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)28 ରୁଟୀର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ଵଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ। Gade chapit laଓଡିଆ ବାଇବେଲ28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ। Gade chapit laପବିତ୍ର ବାଇବଲ28 ଜଣେ ସ୍ତ୍ରୀଲୋକ ପାଣି ଅଟା ସହିତ ମିଶାଏ ଏବଂ ରୋଟୀ କରିବା ପାଇଁ ହାତରେ ଦଳେ, ମାତ୍ର ସେ ତାହା ଚିରକାଳ କରେ ନାହିଁ। ସଦାପ୍ରଭୁ ତାଙ୍କ ଲୋକମାନଙ୍କୁ ସେହିପରି ଶିକ୍ଷା ଦିଅନ୍ତି। ସେ ଯଦିଓ ଶକଟଚକ୍ର ଘୁରାନ୍ତି, ସେ ତାଙ୍କର ଅଶ୍ୱଗଣକୁ ଚୂର୍ଣ୍ଣ କରନ୍ତି ନାହିଁ। Gade chapit la |