ଯିଶାଇୟ 28:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ଵାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ଵରୂପ ହେବେ। Gade chapit laଓଡିଆ ବାଇବେଲ6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ। Gade chapit laପବିତ୍ର ବାଇବଲ6 ତା'ପରେ ସଦାପ୍ରଭୁ ବିଗ୍ଭର ନିମନ୍ତେ ବିଗ୍ଭରକଙ୍କୁ ବିଗ୍ଭର ଜନିତ ଆତ୍ମା ଓ ଯେଉଁମାନେ ନଗରଦ୍ୱାରରେ ଯୁଦ୍ଧରେ ଫେରାଇ ଦିଅନ୍ତି ସେମାନଙ୍କ ପାଇଁ ବଳସ୍ୱରୂପ ହେବେ। Gade chapit la |