ଯିଶାଇୟ 28:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ଵାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ଵାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ଵାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। Gade chapit laଓଡିଆ ବାଇବେଲ7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। Gade chapit laପବିତ୍ର ବାଇବଲ7 ମାତ୍ର ବର୍ତ୍ତମାନ ସେହି ପ୍ରାଚୀନ ବ୍ୟକ୍ତିଗଣ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଛନ୍ତି ଓ ସୁରାପାନରେ ବିପଥଗାମୀ ହୋଇଛନ୍ତି। ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ବିଭ୍ରାନ୍ତ ହୋଇଛନ୍ତି। ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି ଓ ସେମାନେ ସୁରାପାନ ଦ୍ୱାରା ବିପଥରେ ଯାଇଛନ୍ତି। ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି ଓ ବିଗ୍ଭରରେ ଝୁଣ୍ଟି ପଡ଼ନ୍ତି। Gade chapit la |
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହି ନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।