Biblia Todo Logo
Bib sou entènèt

- Piblisite -




ଯିଶାଇୟ 28:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ସମସ୍ତ ମେଜ ବାନ୍ତିରେ ପରିପୂର୍ଣ୍ଣ। ସେଠାରେ ମଇଳା ପାଇଁ ଯଥେଷ୍ଟ କୋଠରୀ ନ ଥିଲା।

Gade chapit la Kopi




ଯିଶାଇୟ 28:8
4 Referans Kwoze  

ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


ଆପଣା ବାନ୍ତି ପ୍ରତି ଫେରିବା କୁକ୍କୁର ଯେପରି, ପୁନଃ ପୁନଃ ଆପଣା ଅଜ୍ଞାନତାର କର୍ମ କରିବା ମୂର୍ଖ ସେପରି।


ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”


Swiv nou:

Piblisite


Piblisite