ଯିଶାଇୟ 29:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ; Gade chapit laପବିତ୍ର ବାଇବଲ (Re-edited) - (BSI)1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି-ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ; Gade chapit laଓଡିଆ ବାଇବେଲ1 ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର ! ବର୍ଷକୁ ବର୍ଷ ଯୋଗ କର; ପର୍ବମାନ ପାଳି ଅନୁକ୍ରମେ ଆସୁ; Gade chapit laପବିତ୍ର ବାଇବଲ1 ପରମେଶ୍ୱର କୁହନ୍ତି, “ହାୟ ଅରୀୟେଲ, ଅରୀୟେଲ, ଦାଉଦର ଛାଉଣି ନଗର। ବର୍ଷକୁ ବର୍ଷ ଯୋଗ କର। ପର୍ବଗୁଡ଼ିକ ପାଳି ଅନୁକ୍ରମେ ଆସୁ। Gade chapit la |
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;