ଯିଶାଇୟ 29:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ଵରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି । Gade chapit laଓଡିଆ ବାଇବେଲ10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି। Gade chapit laପବିତ୍ର ବାଇବଲ10 କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଛନ୍ତି। ସେ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କ ସଦୃଶ ଚକ୍ଷୁ ମୁଦ୍ରିତ କରିବେ। ପୁଣି ଭବିଷ୍ୟଦ୍ବକ୍ତାଙ୍କ ପରି ତୁମ୍ଭମାନଙ୍କର ମସ୍ତକକୁ ଆଚ୍ଛାଦନ କରିବେ। Gade chapit la |