ଯିଶାଇୟ 29:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି ଏହା ପାଠ କର କହିଲେ, ସେ କହେ, ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ; Gade chapit laଓଡିଆ ବାଇବେଲ11 ପୁଣି, ଯାବତୀୟ ଦର୍ଶନ ତୁମ୍ଭମାନଙ୍କର ପ୍ରତି ମୁଦ୍ରାଙ୍କବଦ୍ଧ ପୁସ୍ତକର ବାକ୍ୟ ତୁଲ୍ୟ ହୋଇଅଛି, କେହି ଶିକ୍ଷିତ ଲୋକକୁ ତାହା ଦେଇ ଅନୁଗ୍ରହ କରି “ଏହା ପାଠ କର” କହିଲେ, ସେ କହେ, “ଏହା ମୁଦ୍ରାଙ୍କବଦ୍ଧ, ଏଣୁ ମୁଁ ପାଠ କରି ନ ପାରେ।” Gade chapit laପବିତ୍ର ବାଇବଲ11 ସେସବୁ ଜିନିଷର ଦୃଶ୍ୟବଦ୍ଧ ପୁସ୍ତକ ପରି! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦେବ ଯିଏ ପଢ଼ିପାରିବ ଏବଂ କହିବ, “ଏହାକୁ ପଢ଼। ସେ କହିବ, ମୁଁ କରି ନ ପାରେ, ଏହା ବନ୍ଦ ଅଛି।” Gade chapit la |