ଯିଶାଇୟ 29:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି, ପ୍ରଭୁ କହିଲେ, ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ। Gade chapit laଓଡିଆ ବାଇବେଲ13 ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।” Gade chapit laପବିତ୍ର ବାଇବଲ13 ମୋର ପ୍ରଭୁ କୁହନ୍ତି, “ସେମାନଙ୍କର ମୁଖ ସହିତ ଏହି ଲୋକମାନେ ମୋ’ ପାଖକୁ ଆସନ୍ତି। ସେମାନେ ନିଜର ଓଷ୍ଠାଧରରେ ମୋର ସମ୍ମାନ କରନ୍ତି। ମାତ୍ର ପ୍ରକୃତରେ ସେମାନେ ମୋ'ଠାରୁ ବହୁତ ଦୂରେଇ ରହନ୍ତି। ମୋ’ ପ୍ରତି ସେମାନଙ୍କର ଭୟ ଓ ପ୍ରେମ ଅନ୍ୟ କିଛି ନୁହେଁ, କିନ୍ତୁ କେବଳ ମାନବିକ ଶିକ୍ଷା ଓ ବେଳେବେଳେ ଉପଦେଶ। Gade chapit la |
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’