ଯିଶାଇୟ 29:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟକର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ। Gade chapit laଓଡିଆ ବାଇବେଲ14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ। Gade chapit laପବିତ୍ର ବାଇବଲ14 ତେଣୁ ଏହି ଲୋକମାନଙ୍କୁ ଚକିତ କରିବା ପାଇଁ ମୁଁ ଅଦ୍ଭୂତ ଓ ଆଶ୍ଚର୍ଯ୍ୟ କର୍ମମାନ କରି ଗ୍ଭଲିବି। ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନେ ସେମାନଙ୍କର ବୁଦ୍ଧି ହରାଇବେ।” Gade chapit la |