ଯିଶାଇୟ 29:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?” Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ରଣ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି? Gade chapit laଓଡିଆ ବାଇବେଲ15 ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?” Gade chapit laପବିତ୍ର ବାଇବଲ15 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିଜ ନିଜ ମନ୍ତ୍ରଣାକୁ ଲୁଗ୍ଭଇବାକୁ ଚେଷ୍ଟା କରନ୍ତି ସେମାନେ ଦୁଃଖ ପାଆନ୍ତି। ସେମାନେ ଅନ୍ଧକାରରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, “କେହି ଆମ୍ଭମାନଙ୍କୁ ଦେଖୁ ନାହିଁ କି କେହି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।” Gade chapit la |