ଯିଶାଇୟ 29:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର-ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ଵାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି। Gade chapit laଓଡିଆ ବାଇବେଲ21 ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି। Gade chapit laପବିତ୍ର ବାଇବଲ21 ସେମାନେ କଥାରେ ଉତ୍ତମ ଲୋକଙ୍କୁ ଦୋଷୀ କରନ୍ତି। ନଗର ଦ୍ୱାରରେ ଦୋଷଯୁକ୍ତ କରିବାକୁ ଫାନ୍ଦ ବସାନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।