ଯିଶାଇୟ 29:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ନୋହିବ। Gade chapit laଓଡିଆ ବାଇବେଲ22 ଏହେତୁ ଅବ୍ରହାମର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କହନ୍ତି; “ଯାକୁବ ଏବେ ଲଜ୍ଜିତ ହେବ ନାହିଁ, କିଅବା ତାହାର ମୁଖ ମଳିନ ହେବ ନାହିଁ। Gade chapit laପବିତ୍ର ବାଇବଲ22 ତେଣୁ ଅବ୍ରହାମଙ୍କର ମୁକ୍ତିକର୍ତ୍ତା ସଦାପ୍ରଭୁ ଯାକୁବ ବଂଶ ବିଷୟରେ ଏହିପରି କୁହନ୍ତି, “ହେ ଯାକୁବ, ତୁମ୍ଭେ ଏବେ ଲଜ୍ଜିତ ହେବ ନାହିଁ କିମ୍ବା ତୁମ୍ଭର ମୁଖ ମଳିନ କରିବ ନାହିଁ। Gade chapit la |