ଯିଶାଇୟ 29:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ଵ-କଥା ଶିଖିବେ। Gade chapit laଓଡିଆ ବାଇବେଲ24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।” Gade chapit laପବିତ୍ର ବାଇବଲ24 ବହୁ ମନ୍ଦ କର୍ମରେ ଳିପ୍ତ ଭ୍ରାନ୍ତମନାମାନେ ବୁଦ୍ଧିପ୍ରାପ୍ତ ହେବେ ଓ ଅଭିଯୋଗକାରୀ ତତ୍ତ୍ୱକଥା ଶିଖିବେ।” Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”