Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।

Gade chapit la Kopi

ପବିତ୍ର ବାଇବଲ

3 “ପୁଣି ମୁଁ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବି। ତୁମ୍ଭ ବିପକ୍ଷରେ ଗଡ଼ ସୃଷ୍ଟି କରିବି ଯେ କି ତୁମ୍ଭକୁ ବେଷ୍ଟନ କରିବ ଓ ତୁମ୍ଭ ପ୍ରତିକୂଳରେ ତାହା ତୁମ୍ଭକୁ ଅନୁରୋଧ କରିବ।

Gade chapit la Kopi




ଯିଶାଇୟ 29:3
9 Referans Kwoze  

ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।


ଏଥିଉତ୍ତାରେ ଅଶୂରର ରାଜା ଲାଖୀଶ୍‍ଠାରୁ ତର୍ତ୍ତାନ ଓ ରବ୍‍ସାରୀସ୍‍ ଓ ରବ୍‍ଶାକିକୁ ମହାସୈନ୍ୟ ସହିତ ଯିରୂଶାଲମକୁ ହିଜକୀୟ ରାଜାଙ୍କ ନିକଟକୁ ପଠାଇଲା। ତହୁଁ ସେମାନେ ଯାତ୍ରା କରି ଯିରୂଶାଲମକୁ ଆସିଲେ। ଆଉ ସେଠାରେ ଉପସ୍ଥିତ ହୁଅନ୍ତେ, ସେମାନେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲେ।


କେବଳ ଯେଉଁ ବୃକ୍ଷ ଖାଦ୍ୟ ନିମନ୍ତେ ନୁହେଁ ବୋଲି ଜାଣ, ତାହା ତୁମ୍ଭେ ନଷ୍ଟ କରିବ ଓ କାଟିବ; ଆଉ ତୁମ୍ଭ ସହିତ ଯୁଦ୍ଧକାରୀ ନଗର ପରାଜିତ ହେବା ପର୍ଯ୍ୟନ୍ତ ତହିଁ ବିରୁଦ୍ଧରେ ଅବରୋଧକ ଉପାୟ ନିର୍ମାଣ କରିବ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


Swiv nou:

Piblisite


Piblisite