ଯିଶାଇୟ 29:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ ଫୁସ୍ ଶବ୍ଦ ଉଠିବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ଵରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ଫୁସ୍ ଶଦ୍ଦ ଉଠିବ। Gade chapit laଓଡିଆ ବାଇବେଲ4 ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍ଫୁସ୍ ଶବ୍ଦ ଉଠିବ। Gade chapit laପବିତ୍ର ବାଇବଲ4 ଏଥିରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ। ଧୂଳି ଉପରୁ ତୁମ୍ଭର ସ୍ୱର କ୍ଷୀଣ ହେବ ଓ ତାହା ଭୂତର ସ୍ୱର ତୁଲ୍ୟ ହେବ। ତୁମ୍ଭର ସ୍ୱର ଧୂଳି ଉପରୁ ଫୁସ୍ଫୁସ୍ ଶବ୍ଦ ସ୍ୱରରେ କହିଲା ପରି ହେବ।” Gade chapit la |