ଯିଶାଇୟ 29:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକାରଣ୍ୟ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକାରଣ୍ୟ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ। Gade chapit laଓଡିଆ ବାଇବେଲ5 ମାତ୍ର ତୁମ୍ଭ ଶତ୍ରୁଗଣର ଲୋକସମୂହ ସୂକ୍ଷ୍ମ ଧୂଳିର ନ୍ୟାୟ ହେବ ଓ ଭୟଙ୍କରମାନଙ୍କର ଲୋକସମୂହ ଉଡ଼ିଯିବା ତୁଷ ପରି ହେବ; ଏକ ନିମିଷରେ ହଠାତ୍ ଏହା ଘଟିବ। Gade chapit laପବିତ୍ର ବାଇବଲ5 ତୁମ୍ଭର ଶତ୍ରୁଗଣ ସୂକ୍ଷ୍ମଧୂଳି ସଦୃଶ ଅଗଣିତ ହେବେ। ନିଷ୍ଠୁର ଲୋକମାନଙ୍କର ଗହଳି ତୁଷ ତୁଲ୍ୟ ହେବ ଓ ଏସବୁ ନିମିଷକରେ ଘଟିବ। Gade chapit la |