ଯିଶାଇୟ 29:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସୈନ୍ୟାଧିପତି ସଦାପ୍ରଭୁ ମେଘ ଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ ଓ ଭୂମିକମ୍ପ ଓ ମହାଶଦ୍ଦ, ଘୂର୍ଣ୍ଣିବାୟୁ ଓ ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ଵ ନେବେ। Gade chapit laଓଡିଆ ବାଇବେଲ6 ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜ୍ଜନ, ଭୂମିକମ୍ପ, ମହାଶବ୍ଦ, ଘୂର୍ଣ୍ଣିବାୟୁ, ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ୱ ନେବେ। Gade chapit laପବିତ୍ର ବାଇବଲ6 ସର୍ବଶକ୍ତିମାନ ସଦାପ୍ରଭୁ ଭୂମିକମ୍ପ, ଘଡ଼ଘଡ଼ି, ଭୟଙ୍କର ଗର୍ଜନ ଝଡ଼, ଘୂର୍ଣ୍ଣିବାୟୁ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ଆସିବେ ଏବଂ ତାକୁ ଧ୍ୱଂସ କରିବେ। Gade chapit la |