Biblia Todo Logo
Bib sou entènèt

- Piblisite -




ଯିଶାଇୟ 29:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ଵପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍‍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ

7 ବହୁ ଜାତିଗଣ ଅରୀୟେଲ ବିପକ୍ଷରେ ଯୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳୀନ ସ୍ୱପ୍ନ ଓ ଦର୍ଶନ ତୁଲ୍ୟ ହେବ।

Gade chapit la Kopi




ଯିଶାଇୟ 29:7
17 Referans Kwoze  

ସେ ସ୍ୱପ୍ନ ତୁଲ୍ୟ ଉଡ଼ିଯିବ, ଆଉ ଦେଖାଯିବ ନାହିଁ; ହଁ, ସେ ରାତ୍ରିକାଳୀନ ଦର୍ଶନ ତୁଲ୍ୟ ଦୂରୀକୃତ ହେବ।


ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ସର୍ବଦେଶୀୟମାନେ ତାହାଙ୍କ ଛାମୁରେ ଅବସ୍ତୁ ମାତ୍ର; ସେମାନେ ତାହାଙ୍କ ନିକଟରେ ଅବସ୍ତୁରୁ ଲଘୁ ଓ ଅସାର ଗଣ୍ୟ ଅଟନ୍ତି।


ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।


ଯେଉଁ ଲୋକ କଚାଡ଼ି ଖଣ୍ଡ ଖଣ୍ଡ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।


Swiv nou:

Piblisite


Piblisite