Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ କେଉଁ ଅଧିକାରରେ ମୋର ଲୋକମାନଙ୍କୁ ଅତ୍ୟାଗ୍ଭର କଲ? କେଉଁ ଅଧିକାରରେ ଦରିଦ୍ରମାନଙ୍କର ମୁଖକୁ ଘଷି ମଳିନ କଲ?” ମୋର ପ୍ରଭୁ, ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

Gade chapit la Kopi




ଯିଶାଇୟ 3:15
17 Referans Kwoze  

ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।


“ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?


ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।


ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?”


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।


ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।


ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ଏହେତୁ ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ବାକ୍ୟ ତୁଚ୍ଛ କରୁଅଛ, ପୁଣି, ଉପଦ୍ରବ ଓ କୁଟିଳତାରେ ବିଶ୍ୱାସ କରି ତହିଁ ଉପରେ ନିର୍ଭର ରଖୁଅଛ;


କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।


କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।


ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।


Swiv nou:

Piblisite


Piblisite