ଯିଶାଇୟ 3:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;” Gade chapit laପବିତ୍ର ବାଇବଲ (Re-edited) - (BSI)6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ; Gade chapit laଓଡିଆ ବାଇବେଲ6 କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ; Gade chapit laପବିତ୍ର ବାଇବଲ6 ସେତେବେଳେ କେହିଜଣେ ନିଜ ପରିବାର ମଧ୍ୟରୁ ଜଣକୁ ଧରି କହିବେ, “ହେ ଭାଇ, ତୁମ୍ଭର ବସ୍ତ୍ର ଅଛି, ତେଣୁ ତୁମ୍ଭେ ଆମ୍ଭର ଶାସନକର୍ତ୍ତା ହେବ। ତୁମ୍ଭେ ଏହି ନିପାତିତ ରାଜ୍ୟର ଅଧିପତି ହେବ।” Gade chapit la |