ଯିଶାଇୟ 30:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର! Gade chapit laପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ କହନ୍ତି, ଯେଉଁ ବିଦ୍ରୋହୀ ସନ୍ତାନଗଣ ମନ୍ତ୍ରଣା କରନ୍ତି, ମାତ୍ର ଆମ୍ଭ ଦ୍ଵାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ଵାରା ନୁହେଁ, ସେମାନେ ସନ୍ତାପର ପାତ୍ର! Gade chapit laଓଡିଆ ବାଇବେଲ1 ସଦାପ୍ରଭୁ କହନ୍ତି, “ଯେଉଁ ବିଦ୍ରୋହୀ ସନ୍ତାନଗଣ” ମନ୍ତ୍ରଣା କରନ୍ତି, ମାତ୍ର “ଆମ୍ଭ ଦ୍ୱାରା ନୁହେଁ; ପୁଣି, ଯେଉଁମାନେ ପାପ ଉପରେ ପାପ କରିବା ନିମନ୍ତେ ଆଚ୍ଛାଦନରେ ଆଚ୍ଛାଦନ କରନ୍ତି, ମାତ୍ର ଆମ୍ଭ ଆତ୍ମାଙ୍କ ଦ୍ୱାରା ନୁହେଁ, ସେମାନେ ସନ୍ତାପର ପାତ୍ର ! Gade chapit laପବିତ୍ର ବାଇବଲ1 ସଦାପ୍ରଭୁ କହିଲେ, “ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସେମାନେ ମନ୍ତ୍ରଣା କରନ୍ତି ମାତ୍ର ସାହାଯ୍ୟ ଗ୍ଭହାନ୍ତି ନାହିଁ। ସେମାନେ ପାପ ଉପରେ ପାପ କରି ଗ୍ଭଲନ୍ତି ମାତ୍ର ମୋର ଆତ୍ମା ଦ୍ୱାରା ନୁହେଁ। ତେଣୁ ସେମାନେ ସନ୍ତାପର ପାତ୍ର। Gade chapit la |